Wednesday, May 6, 2026 08:23 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମନ୍ତ୍ରୀମାନଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ

by Our Correspondent
29 May, 2019- 06:35 PM
in Latest News, News
1 min read
0
ମନ୍ତ୍ରୀମାନଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଛନ୍ତି । ନିରଞ୍ଜନ ପୂଜାରୀଙ୍କ ହାତରେ ଗୁରୁତ୍ୱପୂର୍ଣ୍ଣ ଅର୍ଥ ଏବଂ ରାଜସ୍ୱ ବିଭାଗ ଦିଆଯାଇଥିବା ବେଳେ ସୁଦାମ ମାରାଣ୍ଡିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଦାୟିତ୍ୱ ଦିଆଯାଇଛି । ଅରୁଣ କୁମାର ସାହୁଙ୍କୁ କୃଷି ଓ ଉଚ୍ଚଶିକ୍ଷା ବିଭାଗ, ପ୍ରତାପ ଜେନାଙ୍କୁ ପଞ୍ଚାୟତିରାଜ, ଆଇନ ଓ ନଗର ଉନ୍ନୟନ ବିଭାଗର ଦାୟିତ୍ୱ ଦିଆଯାଇଛି । ପ୍ରଫୁଲ୍ଲ ମଲ୍ଲିକଙ୍କ ହାତରେ ଇସ୍ପାତ ଓ ଖଣି, ପୂର୍ତ୍ତ ବିଭାଗର ଦାୟିତ୍ୱ ନ୍ୟସ୍ତ କରାଯାଇଛି । ସୁଶାନ୍ତ ସିଂଙ୍କୁ ଗ୍ରାମ୍ୟ ଉନ୍ନୟନ ଏବଂ ନବ ଦାସଙ୍କୁ ସ୍ୱାସ୍ଥ୍ୟ ବିଭାଗ ମିଳିଛି । ପ୍ରଥମ ଥରିଆ ବିଧାୟକରୁ ମନ୍ତ୍ରୀ ହୋଇଥିବା ରଘୁନନ୍ଦନ ଦାସଙ୍କୁ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ଭଳି ଦୁଇ ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗର ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିଛି ।
କିଏ କେଉଁ ବିଭାଗର ମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ- ଗୃହ, ସାଧାରଣ ପ୍ରଶାସନ, ସାଧାରଣ ଆପତ୍ତି ଅଭିଯୋଗ
କ୍ୟାବିନେଟ୍ ମନ୍ତ୍ରୀ
୧. ନିରଞ୍ଜନ ପୂଜାରୀ- ଅର୍ଥ, ଅବକାରୀ
୨. ବିକ୍ରମ କେଶରୀ ଆରୁଖ- ଜଙ୍ଗଲ ଏବଂ ପରିବେଶ, ସଂସଦୀୟ ବ୍ୟାପାର
୩. ପ୍ରଫୁଲ୍ଲ କୁମାର ମଲ୍ଲିକ- ଇସ୍ପାତ ଏବଂ ଖଣି, ପୂର୍ତ୍ତ
୪. ରଣେନ୍ଦ୍ର ପ୍ରତାପ ସ୍ୱାଇଁ- ଖାଦ୍ୟ ଯୋଗାଣ ଏବଂ ଖାଉଟୀ କଲ୍ୟାଣ, ସମବାୟ
୫. ପଦ୍ମନାଭ ବେହେରା- ଯୋଜନା ସମନ୍ୱୟ, ବାଣିଜ୍ୟ ଏବଂ ପରିବହନ
୬. ପ୍ରତାପ ଜେନା- ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ଆଇନ, ନଗର ଉନ୍ନୟନ
୭. ଅରୁଣ କୁମାର ସାହୁ- କୃଷି ଏବଂ କୃଷକ ସଶକ୍ତିକରଣ, ମତ୍ସ୍ୟ ପଶୁପାଳନ, ଉଚ୍ଚଶିକ୍ଷା
୮. ସୁଦାମ ମାରାଣ୍ଡି- ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା
୯. ସୁଶାନ୍ତ ସିଂ- ଗ୍ରାମ୍ୟ ଉନ୍ନୟନ, ଶ୍ରମ ଏବଂ ଇଏସଆଇ
୧୦. ନବ କିଶୋର ଦାସ- ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଏବଂ ମିଶନ ଶକ୍ତି
୧୧.  ଶ୍ରୀମତୀ ଟୁକୁନି ସାହୁ- ମହିଳା ଏବଂ ଶିଶୁ କଲ୍ୟାଣ ଓ ମିଶନ ଶକ୍ତି
ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱ)
୧. ଜଗନ୍ନାଥ ସାରକା- ଏସଟି ଆଣ୍ଡ ଏସସି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ
୨. ଦିବ୍ୟଶଙ୍କର ମିଶ୍ର- ଶକ୍ତି, ଶିଳ୍ପ,ଏମଏସଏମଇ
୩. ଅଶୋକ ଚନ୍ଦ୍ର ପଣ୍ଡା- ବିଜ୍ଞାନ ଓ କାରିଗରୀ କୌଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ
୪. ସମୀର ରଞ୍ଜନ ଦାଶ- ବିଦ୍ୟାଳୟ ଓ ଗଣଶିକ୍ଷା
୫. ଜ୍ୟୋତି ପ୍ରକାଶ ପାଣିଗ୍ରାହୀ- ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି
୬. ପ୍ରେମାନନ୍ଦ ନାୟକ- ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା
୭. ରଘୁନନ୍ଦନ ଦାସ- ଜଳ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ
୮. ଶ୍ରୀମତୀ ପଦ୍ମିନୀ ଦିଆନ- ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ
୯. ତୁଷାରକାନ୍ତି ବେହେରା- ଇଲେକ୍ଟ୍ରୋନିକସ୍ ଏବଂ ଆଇଟି, କ୍ରୀଡ଼ା ଏବଂ ଯୁବ ବ୍ୟାପାର
ରାଷ୍ଟ୍ରମନ୍ତ୍ରୀ
୧. ଦିବ୍ୟଶଙ୍କର ମିଶ୍ର– ଗୃହ
Previous Post

ନବୀନଙ୍କ ପଞ୍ଚମ ଇନିଂସ୍ ଆରମ୍ଭ

Next Post

ନବୀନଙ୍କ ନୂଆ ଟି-ଟାଇମ୍; ପ୍ରତିଶ୍ରୁତି ପାଳନ ପାଇଁ ମନ୍ତ୍ରୀମାନଙ୍କୁ ଲଗାଇଲେ କାମରେ

Next Post
ନବୀନଙ୍କ ନୂଆ ଟି-ଟାଇମ୍; ପ୍ରତିଶ୍ରୁତି ପାଳନ ପାଇଁ ମନ୍ତ୍ରୀମାନଙ୍କୁ ଲଗାଇଲେ କାମରେ

ନବୀନଙ୍କ ନୂଆ ଟି-ଟାଇମ୍; ପ୍ରତିଶ୍ରୁତି ପାଳନ ପାଇଁ ମନ୍ତ୍ରୀମାନଙ୍କୁ ଲଗାଇଲେ କାମରେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA