ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପ୍ରଚାର ପାଇଁ ବିଜେଡ଼ି, ବିଜେପି ଓ କଂଗ୍ରେସ ସେମାନଙ୍କ ୨୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ କରିଛନ୍ତି । ଦେଖିନିଅନ୍ତୁ, କେଉଁ ଦଳରୁ କିଏ ଅଛନ୍ତି ଷ୍ଟାର୍ ପ୍ରଚାରକ..
ବିଜେଡ଼ି: ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ମହେଶ୍ୱର ମହାନ୍ତି, ଦେବୀ ପ୍ରସାଦ ମିଶ୍ର, ପିନାକୀ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଶ୍ରୀମତୀ ପ୍ରମିଳା ମଲ୍ଲିକ, ସଞ୍ଜୟ କୁମାର ଦାସବର୍ମା, ସମୀର ରଞ୍ଜନ ଦାଶ, ସୁଶାନ୍ତ କୁମାର ସିଂହ, ଶ୍ରୀମତୀ ସ୍ନେହାଙ୍ଗୀନ ଛୁରିଆ, ପ୍ରୀତି ରଞ୍ଜନ ଘଡ଼ାଇ, ଉମାକାନ୍ତ ସାମନ୍ତରାୟ, ପ୍ରଣବ କୁମାର ବଳବନ୍ତରାୟ, ବ୍ୟୋମକେଶ ରାୟ, ବିଭୂତି ବଳବନ୍ତରାୟ, ତୁଷାରକାନ୍ତି ବେହେରା, ଦେବୀ ରଞ୍ଜନ ତ୍ରିପାଠୀ, ସୁଧୀର କୁମାର ସାମଲ ।
ବିଜେପି: ସମୀର ମହାନ୍ତି, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବୈଜୟନ୍ତ ପଣ୍ଡା, ଡି. ପୁରନ୍ଦେଶ୍ୱରୀ, ବିଜୟ ପାଲ ସିଂହ ତୋମାର, ଜୁଏଲ୍ ଓରାମ୍, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମନମୋହନ ସାମଲ, କେ.ଭି.ସିଂହଦେଓ, ଶ୍ରୀମତୀ ସୁରମା ପାଢ଼ୀ, ଡ. ସମ୍ବିତ ପାତ୍ର, ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ମୋହନ ଚନ୍ଦ୍ର ମାଝୀ, ଶ୍ରୀମତୀ ପ୍ରଭାତୀ ପରିଡ଼ା, ମାନସ କୁମାର ମହାନ୍ତି, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ପ୍ରସାଦ ମହାପାତ୍ର, ଡ. ଲେଖାଶ୍ରୀ ସାମନ୍ତସିଂହାର ।
କଂଗ୍ରେସ: ଏ.ଚେଲ୍ଲା କୁମାର, ନିରଞ୍ଜନ ପଟ୍ଟନାୟକ, ଜି. ରୁଦ୍ର ରାଜୁ, ନରସିଂହ ମିଶ୍ର, ଚିରଞ୍ଜୀବୀ ବିଶ୍ୱାଳ, ପ୍ରଦୀପ ମାଝୀ, ବିପିନ୍ ଦାସ, ରାମଚନ୍ଦ୍ର ଖୁଣ୍ଟିଆ, ଜୟଦେବ ଜେନା, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସପ୍ତଗିରି ଉଲ୍ଲାକା, ସୁରେଶ ଚନ୍ଦ୍ର ରାଉତରାୟ, ସନ୍ତୋଷ ସିଂହ ସାଲୁଜା, ମହମ୍ମଦ ମୋକିମ୍, ଅଧିରାଜ ମୋହନ ପାଣିଗ୍ରାହୀ, ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ୱର ବେହେରା, ଶ୍ରୀମତୀ ବନ୍ଦିତା ପରିଡ଼ା, ସତ୍ୟ ପ୍ରକାଶ ନାୟକ ।